ନୀତି ଶିକ୍ଷା...ଚନ୍ଦନ କୁମାର Sep 12, 20251 min readRated NaN out of 5 stars.କଳଙ୍କ ଲାଗିଛି ଜହ୍ନ ଠାରେ ବୋଲି କଳଙ୍କିନୀ ତାକୁ କୁହ ସେଇ ଜହ୍ନ ଯେବେ ବାନ୍ଧବୀ ସାଜିବ ଲଗେଇ ଦେବ ତା ମୋହ ଚନ୍ଦନ କୁମାର (କେନ୍ଦୁଆପାଳ, ଦେବଗଡ)
ସୁନ୍ଦର ସହର ମୋ ତାଳଚେରସୁନ୍ଦର ସହର ମୋ ତାଳଚେର ସିଏ ଯେ ଓଡିଶା ଶ୍ରେଷ୍ଠ ଅନ୍ୟ ନାମ ତାର କଳା ହୀରା ଗଡ଼ ଆଉ ଯେ ହିଙ୍ଗୁଳା ପୀଠ କୁଳୁ କୁଳୁ ହୋଇ କଳ କଳ ଦାନେ ମୋ ପ୍ରିୟ ସହର୍ ଦେଇ ଚିର ସ୍ରୋତସ୍ଵୈନି ସୁନ୍ଦର ବ୍ରହ୍ମଣି ଅବିରତ ଯାଏ ବହି ଭାରତ ପ୍ରସିଧ୍ୟ ରାଜ ନଅ
ତ୍ରିରଙ୍ଗାସବୁଠୁ ସୁନ୍ଦର ପତାକା ମୋର ତ୍ରିରଙ୍ଗା ଅଟଇ ନାମଟି ତାର । ଲମ୍ବ ଓସାର ତା ତିନି କି ଦୁଇ ତା ଠାରୁ ସୁନ୍ଦର ଆଉ କେ ନାଇଁ । ତିନି ରଙ୍ଗେ ଗଢ଼ା ତନୁ ତାହାର ମଧ୍ୟେ ଚକ୍ର ଆହା କି ମନୋହର । ଉପରି ଭାଗରେ ରଙ୍ଗ କେଶରୀ ବୀରତ୍ଵର ଗାଥା ରଖିଛି ଧରି ।
ହେ ଜଗା ଜଗତ କରତା ପରମେଶ୍ବର ଗଢିଛନ୍ତି ନିଜ ବିଚିତ୍ର ରୂପ।। ଏମିତି ବିଚିତ୍ର ଦେବ ଟି ସିଏ ତା ଆଖି ଦେଖିଲେ ଗୁଣି କରି ନିଏ।। ଚକା ଚକା ତାର ଅଜବ ଆଖି ଅଶ୍ରୁ ଝରି ଯାଏ ସେ ଆଖି କୁ ଦେଖି।। ଗୋଡ ଅଧା ପୁଣି ହାତ ବି ଅଧା ସିଂହାସନ ରେ ପୁଣି ବସିଛି ସିଧା
Comments